କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ବ୍ରହ୍ମପୁର ବଡ଼ ମେଡିକାଲ ପରିସରରେ ଉତ୍ତେଜନା

ବ୍ରହ୍ମପୁର: ଜଣେ କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ବ୍ରହ୍ମପୁର ବଡ଼ ମେଡ଼ିକାଲରେ ଉତ୍ତେଜନା ଦେଖାଦେଇଛି। ମୃତକ ଜଣକ ହେଉଛନ୍ତି ହିଞ୍ଜିଳି ବ୍ଲକ୍ ସୋମପୁରର ଗୌତମ ଗୌଡ଼। ସେ ଶନିବାର ଅପରାହ୍ନରେ ରତ୍ନପୁର ରାସ୍ତାରେ ଦୁର୍ଘଟଣାର ଶିକାର ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ତେବେ ଚିକିତ୍ସା ଅବହେଳାରେ ତାଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ କରି ଲୋକମାନେ ମେଡିକାଲ ପରିସରରେ ଭଙ୍ଗାରୁଜା କରିଥିଲେ। ବ୍ରହ୍ମପୁର ଏସପି ଓ […]

vlcsnap-2015-09-13-07h39m48s363

Rakesh Mallick
  • Published: Sunday, 13 September 2015
  • , Updated: 13 September 2015, 03:31 AM IST

ବ୍ରହ୍ମପୁର: ଜଣେ କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ବ୍ରହ୍ମପୁର ବଡ଼ ମେଡ଼ିକାଲରେ ଉତ୍ତେଜନା ଦେଖାଦେଇଛି। ମୃତକ ଜଣକ ହେଉଛନ୍ତି ହିଞ୍ଜିଳି ବ୍ଲକ୍ ସୋମପୁରର ଗୌତମ ଗୌଡ଼। ସେ ଶନିବାର ଅପରାହ୍ନରେ ରତ୍ନପୁର ରାସ୍ତାରେ ଦୁର୍ଘଟଣାର ଶିକାର ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ତେବେ ଚିକିତ୍ସା ଅବହେଳାରେ ତାଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ କରି ଲୋକମାନେ ମେଡିକାଲ ପରିସରରେ ଭଙ୍ଗାରୁଜା କରିଥିଲେ। ବ୍ରହ୍ମପୁର ଏସପି ଓ ଅନ୍ୟ ପୋଲିସ୍ ଅଧିକାରୀ ସେଠାରେ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣ କରିଥିଲେ।

Related story