କନ୍ଧମାଳ:ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଆଇନରେ ହିତାଧିକାରୀ ଚୟନ ପ୍ରକ୍ରିୟାକୁ କନ୍ଧମାଳ ଜିଲ୍ଲା ସରପଞ୍ଚ ସଂଘ ବିରୋଧ କରିଛି। ଏହାକୁ ପ୍ରତିବାଦ କରି ସରପଞ୍ଚ ମାନେ ବିଭିନ୍ନ ପ୍ଲା କାର୍ଡ ଧରି ଶୋଭାଯାତ୍ରା କରିବା ସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ୫ ଦଫା ସମ୍ଭଳିତ ଦାବି ପତ୍ର ଅତିରିକ୍ତ ଜିଲ୍ଲାପାଳଙ୍କୁ ପ୍ରଦାନ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଦୁଇରୁ ଅଧିକ ସନ୍ତାନ ଥିବାରୁ ଗଲା ସମବାୟ ସଭାପତି ପଦ
ଦୁଇରୁ ଅଧିକ ପିଲା ଥିବାରୁ ବାପୁଜୀ ନଗର କ୍ୟାପିଟାଲ କୋଅପରେଟିଭ୍ ହାଉସିଂ ଲିମିଟେଡର ସଭାପତି ଓ ସଭ୍ୟ ପଦ ହରାଇଛନ୍ତି ବିଶ୍ୱରଂଜନ ମହାନ୍ତି। ତାଙ୍କର ଦୁଇରୁ ଅଧିକ ପିଲା ଥିବାନେଇ ଓଡ଼ିଶା ରିପୋର୍ଟରରେ ଗତ ବର୍ଷ ପ୍ରମାଣ ସହ ବାଜିଥିଲା ଖବର।
Politics
ବିଧାୟକଙ୍କୁ ପିଟି ଛଡ଼ାଇନେଲେ ସୁନା ଚେନ୍
ଆକ୍ରମଣକାରୀମାନେ ବବି ଭାଇ ଜିନ୍ଦାବାଦ୍ ନାରା ପକାଇଥିବା ଅଭିଯୋଗ କରିଛନ୍ତି ବିଧାୟକ।
Crime
ଜାରିଂ ଗଣଦୁଷ୍କର୍ମ ମାମଲା: ଲିଫ୍ଟ ବାହାନାରେ ଧୋକା ଦେଇଥିଲେ ପରିଚିତ ବ୍ୟକ୍ତି, ୬ ଜଣଙ୍କୁ ମିଳିଲା ଆଜୀବନ କାରାଦଣ୍ଡାଦେଶ
ଭିଡିଓ ଭାଇରାଲ କରିବା ଅଭିଯୋଗରେ ଯେଉଁ ୩ ଜଣ ଗିରଫ ହୋଇଥିଲେ, କୋର୍ଟ ସେମାନଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।
Miscellaneous
‘ଦାନା’ କ୍ଷୟକ୍ଷତି ଆକଳନ ପାଇଁ ୨୪ରେ ଆସିବ କେନ୍ଦ୍ରୀୟ ଟିମ୍
କେନ୍ଦ୍ରୀୟ ଟିମ୍ ଫେରିଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରୀୟ ଟିମ୍ ରିପୋର୍ଟ ଆଧାରରେ କେନ୍ଦ୍ର ସରକାରଙ୍କ ସହାୟତା ରାଶି ଆସିବ।
Education
ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା, ସଂପୂର୍ଣ୍ଣ କାର୍ଯ୍ୟସୂଚୀ ଜାରି
ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଜାରି।