କଟକ: କେନ୍ଦୁଝରରେ ଓକିଲଙ୍କୁ ପୋଲିସର ମାଡ଼ ଅଭିଯୋଗ ଘଟଣାକୁ ରାଜ୍ୟବ୍ୟାପୀ ଓକିଲମାନେ ପ୍ରତିବାଦ ଜଣାଇ କଳାବ୍ୟାଜ ପିନ୍ଧିଥିବା ବେଳେ ଆଜି ଗୋଟିଏ ଦିନ ପାଇଁ ହାଇକୋର୍ଟ ବାର ଆସୋସିଏସନ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଥିଲା।
ଓକିଲଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପୂର୍ବରୁ ସମ୍ପୃକ୍ତ ବାର୍ ଆସୋସିଏସନ୍ ଜଣାଇବା ସହ ରାଜ୍ୟ ବାର୍ କାଉନସିଲର ଅନୁମତି ନେବାକୁ ପୋଲିସକୁ ନିର୍ଦ୍ଦେଶ ଦେବାକୁ ମୁଖ୍ୟ ଶାସନ ସଚିବଙ୍କୁ ଏକ ଦାବିପତ୍ର ପ୍ରଦାନ କରିବାକୁ ବାର୍ ଆସୋସିଏସନ୍ ନିଷ୍ପତ୍ତି ଗ୍ରହଣ କରିଛି। ରାଜ୍ୟର ସମସ୍ତ ବାର୍ ଆସୋସିଏସନ୍ ଏହି ଘଟଣାକୁ ନିନ୍ଦା କରି ଗୋଟିଏ ଦିନ କାର୍ଯ୍ୟବନ୍ଦ କରିବାକୁ ହାଇକୋର୍ଟ ବାର୍ ପକ୍ଷରୁ ଅନୁରୋଧ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।