ପାଟକୁରା/କେନ୍ଦ୍ରାପଡ଼ା: ବାରମ୍ବାର ଅଘୋଷିତ ବିଦ୍ୟୁତକାଟ ପ୍ରତିବାଦରେ ଆଜି କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ବିଦ୍ୟୁତ୍ କାର୍ଯ୍ୟାଳୟ ସମ୍ମୁଖରେ ମାର୍ଶାଘାଇ ବିକାଶ ମଞ୍ଚ ପକ୍ଷରୁ ଧାରଣା ଦିଆଯାଇଥିଲା। ମାର୍ଶାଘାଇ ଓ ଏହାର ଆଖପାଖ ଅଞ୍ଚଳରେ ଅଘୋଷିତ ବିଦ୍ୟୁତକାଟରେ ଅତିଷ୍ଠ ହୋଇ ଆଜି ଶତାଧିକ ବିଦ୍ୟୁତ ଉପଭୋକ୍ତା ମାର୍ଶାଘାଇ ସ୍ଥିତ ସେସୁର ନିବାର୍ହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ତାଲା ପକାଇ ଦେଇଥିଲେ। ମାର୍ଶାଘାଇ ବିଦ୍ୟୁତ୍ ବିଭାଗ ଏସଡିଓ ସେମାନଙ୍କୁ ବୁଝାଶୁଝା କରିଥିଲେ। ଏହା ପରେ ଲୋକେ ଆନ୍ଦୋଳନରୁ ଓହରି ଥିଲେ। ତେବେ ଆସନ୍ତା ସୋମବାର ସୁଦ୍ଧା ବିଦ୍ୟୁତକାଟ ନେଇ ପ୍ରତିକାର କରା ନଗଲେ ଆନ୍ଦୋଳନକୁ ଆହୁରି ତୀବ୍ରତର କରାଯିବ ବୋଲି ମାର୍ଶଘାଇ ବିକାଶ ମଂଚ ପକ୍ଷରୁ କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।