ଡେରାବିଶରେ ଅଗ୍ନିକାଣ୍ଡ: ଜଳିଗଲେ ୪ ଗୋରୁ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ବ୍ଲକ ବାଘିଲୋ ଗାଁରେ ବଂଶୀଧର ଶତପଥୀଙ୍କ ଘରେ ଅଗ୍ନିକାଣ୍ଡ ଘଟି ୨ ବଖରା ଜଳି ଯିବା ସହ ୪ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଟାଛନ୍ତି। ଗତକାଲି ବିଳମ୍ବିତ ରାତିରେ ସମସ୍ତେ ଶୋଇଥିବା ବେଳେ ଏହି ଅଘଟଣ ଘଟିଥିଲା। ଶୋଇଥିବା ବେଳେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା। କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଲା ତାହା ସ୍ପଷ୍ଟ ହୋଇନାହିଁ।

kendrapada

Rakesh Mallick
  • Published: Friday, 10 March 2017
  • , Updated: 10 March 2017, 11:52 AM IST

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ବ୍ଲକ ବାଘିଲୋ ଗାଁରେ ବଂଶୀଧର ଶତପଥୀଙ୍କ ଘରେ ଅଗ୍ନିକାଣ୍ଡ ଘଟି ୨ ବଖରା ଜଳି ଯିବା ସହ ୪ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଟାଛନ୍ତି। ଗତକାଲି ବିଳମ୍ବିତ ରାତିରେ ସମସ୍ତେ ଶୋଇଥିବା ବେଳେ ଏହି ଅଘଟଣ ଘଟିଥିଲା। ଶୋଇଥିବା ବେଳେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା।

କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଲା ତାହା ସ୍ପଷ୍ଟ ହୋଇନାହିଁ।

Related story