କେନ୍ଦ୍ରାପଡ଼ା: କୋରୋ ଗାଁରେ ବିରଳ କଇଁଛ ଉଦ୍ଧାର

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା କୋରୋ ଗାଁର ଜଣେ ବ୍ୟକ୍ତିଙ୍କ ଘର ବାଡ଼ିରୁ ଗତକାଲି ଏକ ହଳଦିଆ ରଙ୍ଗର କଇଁଛ ଉଦ୍ଧାର କରାଯାଇଛି। କଇଁଛଟି ସମ୍ପୂର୍ଣ୍ଣ ହଳଦିଆ ରଙ୍ଗର ହୋଇଥିବାରୁ ଏହାକୁ ଦେଖିବାକୁ ଲୋକଙ୍କ ଭିଡ଼ ଜମିଥିଲା। ଗାଁ ଲୋକେ କଇଁଛଟିକୁ ପୂଜାର୍ଚ୍ଚନା କରିଥିବା ଦେଖିବାକୁ ମିଳିଛି।

tortoise

Rakesh Mallick
  • Published: Sunday, 03 July 2016
  • , Updated: 03 July 2016, 02:53 PM IST

Related story