road-accident
Advertisment
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ଅଞ୍ଜର ନିକଟରେ ଏକ ଅଟୋକୁ ଟ୍ରକ୍ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ବାଂଶପାଳ ଭେଜିଡିହ ଗାଁର ସିନ୍ଧୁ ନାୟକ।
Advertisment
ଏହି ଦୁର୍ଘଟଣାରେ ୮ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ତିନି ଜଣଙ୍କୁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏମାନେ ଏକ ଅଟୋରେ କେନ୍ଦୁଝର ବସ୍ଷ୍ଟାଣ୍ଡରୁ ବଂଶପାଳ ବ୍ଳକ୍ ଭେଜିଡିହ ଗାଁକୁ ଯାଉଥିଲେ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2016/06/road-accident.jpg)