ଖୋର୍ଦ୍ଧାରେ ଅଟୋ ଦୁର୍ଘଟଣା: ୧୧ ଛାତ୍ର ଆହତ

ଖୋର୍ଦ୍ଧା: ସ୍କୁଲ ପିଲାଙ୍କୁ ନେଇ ଯାଉଥିବା ଏକ ଅଟୋ ବାଣପୁର ଥାନା ନରେନ୍ଦ୍ରପୁର ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଥିବା ୧୧ ଜଣ ପିଲା ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ଅଛି।

khorda

khorda

Rakesh Mallick
  • Published: Wednesday, 12 April 2017
  • Updated: 12 April 2017, 05:44 PM IST

Sports

Latest News

ଖୋର୍ଦ୍ଧା: ସ୍କୁଲ ପିଲାଙ୍କୁ ନେଇ ଯାଉଥିବା ଏକ ଅଟୋ ବାଣପୁର ଥାନା ନରେନ୍ଦ୍ରପୁର ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଥିବା ୧୧ ଜଣ ପିଲା ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ଅଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos