ଖୋର୍ଦ୍ଧାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୨ ମୃତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଚାନ୍ଦପୁର ବାଇପାସ ଛକ ନିକଟରେ ଆଜି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୨ ଜଣଙ୍କ ମୃତ୍ୟୁ ଘଟିଛି। ଚାନ୍ଦପୁର ବାଇପାସ ଛକ ନିକଟରେ ଟ୍ରକଟି ପଛପଟୁ ବାଇକକୁ ଧକ୍କା ଦେଇଥିଲା। ଫଳରେ ବାଇକରେ ଥିବା ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା।