ଖୋର୍ଦ୍ଧାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୨ ମୃତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଚାନ୍ଦପୁର ବାଇପାସ ଛକ ନିକଟରେ ଆଜି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୨ ଜଣଙ୍କ ମୃତ୍ୟୁ ଘଟିଛି। ଚାନ୍ଦପୁର ବାଇପାସ ଛକ ନିକଟରେ ଟ୍ରକଟି ପଛପଟୁ ବାଇକକୁ ଧକ୍କା ଦେଇଥିଲା। ଫଳରେ ବାଇକରେ ଥିବା ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା।

khurdha

Rakesh Mallick
  • Published: Saturday, 23 July 2016
  • , Updated: 23 July 2016, 12:26 PM IST

Related story