ଜୟପୁର: ଦାମନଯୋଡ଼ି ସ୍ଥିତ ନାଲକୋରେ ପ୍ରତିଷ୍ଠା ଉତ୍ସବ ପାଳନ ବେଳେ ବିସ୍ଥାପିତଙ୍କ ହୋ ହାଲ୍ଲା

ଜୟପୁର: କୋରାପୁଟ ଜିଲ୍ଲା ଦାମନଯୋଡି ସ୍ଥିତ ନାଲକୋରେ ପ୍ରତିଷ୍ଠା ଉତ୍ସବ ପାଳନ ବେଳେ ବିସ୍ଥାପିତମାନେ ହୋ ହାଲ୍ଲା କରିଥିଲେ। ଏଠାରେ ନାଲକୋ ପ୍ରତିଷ୍ଠା ହେବାର ୩୫ବର୍ଷ ହୋଇଥିଲେ ହେଁ, ବିସ୍ଥାପିତଙ୍କୁ ଏଯାଏଁ କୌଣସି ଥଇଥାନ କରାଯାଇନାହିଁ କି ସ୍ଥାୟୀ ନିଯୁକ୍ତି ଦିଆଯାଇନଥିବା ଅଭିଯୋଗ କରି ହୋ ହାଲ୍ଲା କରିଥିଲେ ବିସ୍ଥାପିତ।

ପରେ ବୁଝାସୁଝା କରିବା ସହ ପ୍ରତିଶ୍ରୁତି ମିଳିବା ପରେ ସ୍ଥିତି ସ୍ୱାଭାବିକ ହୋଇଥିଲା। ପ୍ରତିଷ୍ଠା ଉତ୍ସବରେ ନାଲକୋ ଅଞ୍ଚଳର ବରିଷ୍ଠ ନାଗରିକ ଏବଂ କୃତୀ କର୍ମଚାରୀଙ୍କୁ ପୁରସ୍କୃତ କରାଯାଇଥିଲା। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’