ଲାଞ୍ଜିଗଡ: ଲାଞ୍ଜିଗଡରେ ବେଦାନ୍ତ କମ୍ପାନୀର ସିଇଓ ଅବିଜିତ ପତିଙ୍କୁ ଘେରିଛନ୍ତି ୧୦୦ରୁ ଅଧିକ ସ୍ଥାନୀୟ ବାସିନ୍ଦା। କମ୍ପାନୀ ବନ୍ଦ ହେବାର ଆଶଙ୍କା ନେଇ ଗ୍ରାମବାସୀମାନେ କମ୍ପାନୀ କତ୍ତୃପକ୍ଷଙ୍କୁ ଘେରିଛନ୍ତି। ପ୍ରକାଶ ପାଇବା ପରେ ଜୀବନ ଜୀବିକା ହରାଇବା ନେଇ ୧୦୦ରୁ ଉର୍ଦ୍ଧ ସ୍ଥାନୀୟ ବାସିନ୍ଦା କମ୍ପାନୀର ସିଇଓ ଘେରିଥିଲେ। ଲାଞ୍ଜିଗଡରେ କମ୍ପାନୀ ଚାଲୁ ରଖିବାକୁ ନିବେଦନ କରିବା ସହିତ ଏକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି। କମ୍ପାନୀ ଚାଲୁ ରଖିବା ନିମନ୍ତେ ଅବଶ୍ୟକ ସହଯୋଗ କରିବେ ବୋଲି ମଧ୍ୟ ପ୍ରତିଶ୍ରୁତି ଦେଇଛନ୍ତି ସ୍ଥାନୀୟ ବସିନ୍ଦା। ଯଦି କମ୍ପାନୀ ବନ୍ଦ କରି ଦିଆଯାଏ ତେବେ ଏଠାରୁ ଗୋଟିଏ ବୋଲ୍ଟ ନେବାକୁ ଦେବୁନାହିଁ ବୋଲି ମଧ୍ୟ ସ୍ଥାନୀୟ ବାସିନ୍ଦା ଧମକ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।