ଏଲଭି ପ୍ରସାଦ ଆଇ ଇନଷ୍ଟିଚ୍ୟୁଟର ୧୦ମ ବାର୍ଷିକ ଉତ୍ସବ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଏଲଭି ପ୍ରସାଦ ଆଇ ଇନଷ୍ଟିଚ୍ୟୁଟର ୧୦ମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ।  ଇନଷ୍ଟିଚ୍ୟୁଟରେ ୧୦ବର୍ଷରେ ପ୍ରାୟ ୭ ଲକ୍ଷ ଚକ୍ଷୁରୋଗୀ ଚିକିତ୍ସିତ ହୋଇଥିବା ବେଳେ ୭୫ ହଜାର ରୋଗୀଙ୍କର ବିଭିନ୍ନ ଅସ୍ତ୍ରୋପଚାର ଓ ୨ ହଜାର ୭ଶହ ୪୪ ଜଣଙ୍କ ଚକ୍ଷୁ ପ୍ରତ୍ୟାରୋପଣ କରାଯାଇଛି। ଏହା ସହିତ ଭୁବନେଶ୍ୱରର ଚିକିତ୍ସାଳୟରେ ସରକାରୀ ନିୟମ ଅନୁଯାଇ ୩୬ ପ୍ରତିଶତ ରୋଗୀଙ୍କୁ ମାଗଣା ଚିକିତ୍ସା କରାଯାଉଥିବା ବେଳେ ରାୟଗଡା ଓ ସୁନ୍ଦରଗଡରେ ଥିବା ଚିକିତ୍ସାଳୟରେ ୯୦ ପ୍ରତିଶତ ରୋଗୀଙ୍କୁ ମାଗଣା ଚିକିତ୍ସା ଦିଆଯାଉଥିବା ଇନଷ୍ଟିଚ୍ୟୁଟ ଉପାଧ୍ୟକ୍ଷ କହିଛନ୍ତି।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’