ମାଲକାନଗିରି: ୫ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି: ମାଲକାନଗିରି ଏସ୍‌ପିଙ୍କ ନିକଟରେ ଶୁକ୍ରବାର ୫ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏହି ମାଓବାଦୀମାନେ କାଲିମେଳା ଦଲମ୍‌ର ସଦସ୍ୟ ବୋଲି ଏସ୍‌ପି ମିତ୍ରଭାନୁ ମହାପାତ୍ର ସୂଚନା ଦେଇଛନ୍ତି।

 

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।