ମାଲକାନଗିରି: ମାଓ ଭୟରେ ଭିଟାମାଟି ଛାଡ଼ିଲେ ୧୪ ପରିବାର

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ମାଓବାଦୀ ଭୟରେ ୧୪ ପରିବାରର ଭିଟାମାଟି ଛାଡ଼ିଛନ୍ତି। ମାଓବାଦୀଙ୍କ ନିର୍ଯାତନାରେ ଅତିଷ୍ଟ ହୋଇ ଜିଲ୍ଲାର ମାଥିଲି ଥାନା ଅନ୍ତର୍ଗତ ମହୁପଦର ଗାଁର ଏହି ପରିବାରମାନେ ଘର ଛାଡି ମାଲକାନଗିରି ସଦର ମହକୁମାରେ ଶୀତ କାକରରେ ପଡ଼ି ରହିଛନ୍ତି। ସଦର ମହକୁମାର ଆଶୀର୍ବାଦ କଲୋନୀରେ ଟାଟିରେ ବାଡ଼ ପକାଇ ଜରି ଟାଣି ମୁଣ୍ଡ ଗୁଞ୍ଜିଛନ୍ତି। ମାଓବାଦୀମାନେ ପରିବାର ଲୋକଙ୍କୁ ଡ଼ାକି ବାରମ୍ୱାର ପିଟାପିଟି କରିବା ସହ ଗାଁ ନ ଛାଡ଼ିବା ପାଇଁ ଧମକ ମଧ୍ୟ ଦେଇ ଆସୁଥିଲେ। ତେଣୁ ଜୀବନ ପ୍ରତି ବିପଦ ଥିବାରୁ ସେମାନେ ଘର ଛାଡ଼ିଛନ୍ତି ବୋଲି ଅଭିଯୋଗ କରିଛନ୍ତି।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’