ବ୍ରହ୍ମପୁର: ଆଜି ମର୍ଦ୍ଦରାଜ ମହୋତ୍ସବର ଉଦଯାପନୀ ସନ୍ଧ୍ୟା

ବ୍ରହ୍ମପୁର: ଖଲିକୋଟରେ ଚାଲିଥିବା ମର୍ଦ୍ଦରାଜ ମହୋତ୍ସବର ବୁଧବାର ହେଉଛି ଉଦଯାପନୀ ସନ୍ଧ୍ୟା। ଗତକାଲି ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟାରେ କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ମୁଖ୍ୟଅତିଥି, କଟକ-ବାରବାଟୀ ବିଧାୟକ ଦେବାଶିଷ ସାମନ୍ତରାୟ, ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଖଲିକୋଟ ରାଣୀ ତଥା କବିସୂର୍ଯ୍ୟନଗର ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ। ୧୧ ତାରିଖରୁ ଚାଲିଥିବା ଏହି ମହୋତ୍ସବରେ ବାଣିଜ୍ୟ ମେଳା ଓ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

ସାଂସଦ ବୈଜୟନ୍ତ ପଣ୍ଡା କହିଛନ୍ତି, ଏଠାକୁ ଆସି ବହୁତ ଖୁସି ଲାଗିଲା। ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଏଠାକୁ ପୂର୍ବରୁ ଥରେ ଆସିଥିଲି। ଏଠାରେ ଲୋକଙ୍କ ଅତିଥି ସତ୍କାର ବହୁତ ଖୁସି ଦେଇଥାଏ।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’