ନବରଙ୍ଗପୁର: ନବରଙ୍ଗପୁର ଏସବିଆଇ ମୁଖ୍ୟ ଶାଖା ନିକଟରେ ଏକ ଇ-ର୍ଣ୍ଣର ଉଦଘାଟିତ ହୋଇଛି । ଜିଲ୍ଲାପାଳ ରଶ୍ମିତା ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ । ଇ-କର୍ଣ୍ଣର ଜରିଆରେ ଲୋକେ ଟଙ୍କା ଜମା, ଉଠାଣ, ପାସବୁକ ଅପଡେଟ୍ ଇଣ୍ଟିରନେଟ ବ୍ୟାଙ୍କି ଆଦିର ୨୪ ଘଣ୍ଟିଆ ସୁବିଧା ପାଇପାରିବେ । ଅନ୍ୟମାନଙ୍କ ମଧ୍ୟରେ ଶାଖା ପରିଚାଳକ ଏମ ଦୁର୍ଗାପ୍ରସାଦ, ବିଭୂତି ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ;୧୧ ସ୍ଥାନରେ ଚଢ଼ାଉ
ସୁରେଶ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Miscellaneous
ଅତିବଡ଼ି ଜଗନ୍ନାଥ ଦାସଙ୍କ ସ୍ମୃତି ପୀଠରେ ଝୁଲୁଛି ତାଲା; ବନ୍ଦ ରହିଛି ଦୈନିକ ପୂଜା ଓ ଭାଗବତ ପାଠ
ଦୀର୍ଘ ବର୍ଷ ଧରି ଅତିବଡ଼ି ଜଗନ୍ନାଥ ଦାସଙ୍କ ଉତ୍ତରାଧିକାରୀ ଭଗବାନ ଦାସ ଏହି ପୀଠରେ ପ୍ରତିଦିନ ଭାଗବତ ପାଠ କରୁଥିଲେ।
Miscellaneous
ଆଜିଠୁ ଖୋଲିବ ଧାନମଣ୍ଡି, ଆଉ ରହିବନି ଟୋକନ୍ ଟେନସନ୍
ରାଜ୍ୟରେ ଆଜିଠୁ ଖୋଲିବ ଧାନମଣ୍ଡି । ବର୍ଷ ବର୍ଷ ଧରି ଟୋକନ୍ ଟେନସନ୍, ମିଲର୍ସଙ୍କ ମନମାନି ଓ କଟନୀ ଛଟନୀରେ ଧନ୍ଦି ହେଉଥିବା ଚାଷୀଙ୍କୁ ମୁକ୍ତି ଦେବାକୁ ଏଥର ମୋହନ ସରକାର ନେଇଛନ୍ତି ବହୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।
Miscellaneous
ଏଥର ମଣ୍ଡି ଜଗିବେ ମନ୍ତ୍ରୀ-ଅଫିସର, ସାବାଡ୍ ହେବେ ଦଲାଲ୍
କାଲିଠୁ ବରଗଡ଼ ଓ ୨୧ରୁ ସମ୍ବଲପୁର ଜିଲ୍ଲାରେ ଧାନ କିଣା ଆରମ୍ଭ ହେବ। ଟୋକନ୍ ଟେନସନ୍, ମିଲର୍ସଙ୍କ ମନମାନି ଓ କଟନୀ ଛଟନୀରୁ ମୁକ୍ତି ପାଇବେ ଚାଷୀ। ଦଲାଲଙ୍କ ପ୍ରାଦୁର୍ଭବ ରୋକିବାକୁ ମନ୍ତ୍ରୀ ଓ ଅଫିସର ଜଗିବେ ମଣ୍ଡି।