ନବରଙ୍ଗପୁର: ବସ୍‌ ଓଲଟି ୫ ଆହତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଝିଟକିଗୁଡ଼ା ନିକଟରେ ଆଜି ସକାଳେ ଏକ ବସ୍ ଓଲଟି ପଡ଼ିବାରୁ ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ପାପଡ଼ାହାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ବସ୍‌ଟି ଦ୍ରୁତ ଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।