ନବରଙ୍ଗପୁର: ବସ୍‌ ଓଲଟି ୫ ଆହତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଝିଟକିଗୁଡ଼ା ନିକଟରେ ଆଜି ସକାଳେ ଏକ ବସ୍ ଓଲଟି ପଡ଼ିବାରୁ ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ପାପଡ଼ାହାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ବସ୍‌ଟି ଦ୍ରୁତ ଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।

bus

bus

Rakesh Mallick
  • Published: Tuesday, 13 September 2016
  • Updated: 13 September 2016, 01:04 PM IST

Sports

Latest News

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଝିଟକିଗୁଡ଼ା ନିକଟରେ ଆଜି ସକାଳେ ଏକ ବସ୍ ଓଲଟି ପଡ଼ିବାରୁ ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ପାପଡ଼ାହାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ବସ୍‌ଟି ଦ୍ରୁତ ଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos