ନବରଙ୍ଗପୁର: ଆଇନଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ସ୍ପେଶାଲ୍ ଆର୍ମି ପୋଲିସ୍ ଆଇଜି ସଞ୍ଜୀବ ପଣ୍ଡା

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଗସ୍ତରେ ଯାଇ ସ୍ପେଶାଲ୍ ଆର୍ମି ପୋଲିସ୍ ଆଇଜି  ସଞ୍ଜୀବ ପଣ୍ଡା ଆଇନଶୃଙ୍ଖଳା ପରିସ୍ଥିତି, କ୍ରାଇମ ଓ ନକ୍ସଲ ଦମନ ଉପରେ ସମୀକ୍ଷା କରିଛନ୍ତି। ଜିଲ୍ଲାରେ ମାଓ କାର୍ଯ୍ୟକ୍ରମ ନିୟନ୍ତ୍ରଣରେ ଥିବା ସେ କହିଛନ୍ତି। ବିଶେଷ କରି କଳାହାଣ୍ଡି ସୀମାନ୍ତ ଅଞ୍ଚଳରେ ନକ୍ସଲର ଗିତିବଧି ରହୁଥିବାରୁ ନବରଙ୍ଗପୁର ସମେତ କଳାହାଣ୍ଡି ଓ ନୂଆପଡ଼ାରେ ମାଓ ଦମନ ଅପରେସନ୍‌କୁ ଜୋରଦାର୍‌ କରାଯିବ ବୋଲି  ସ୍ପେଶାଲ୍‌ ଆର୍ମି ପୋଲିସ୍ ଆଇଜି ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’