ନବରଙ୍ଗପୁରରେ ୧୫ଟି ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନିକିଆ ନବରଙ୍ଗପୁର ଜିଲ୍ଲା ଗସ୍ତ କରି ୧୫ଟି ପ୍ରକଳ୍ପର ଲୋକାର୍ପଣ କରିବା ସହ ଭୂମି ପୂଜା କରିଥିଲେ। ତା’ସହ ଏକ ସାଧାରଣ ସଭାରେ ଉଦବୋଧନ ଦେଇ ନବରଙ୍ଗପୁର ଜିଲ୍ଲା ବିକାଶମୂଳକ ଯୋଜନା ସଂପର୍କରେ ଆଲୋକପାତ କରିଥିଲେ।

ଏହି ଅବସରରେ ସେ ଭୂମିହୀନଙ୍କୁ ଜମିପଟ୍ଟା ଏବଂ ପେନସନ୍ ବଣ୍ଟନ କରିଥିଲେ। କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ରମେଶ ଚନ୍ଦ୍ର ମାଝୀ, ନଗର ଉନ୍ନୟନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓ, ସାଂସଦ ବଳଭଦ୍ର ମାଝୀ, ବିଧାୟକ ମନୋହର ରନ୍ଧାରୀ ଓ ସୁବାସ ଗଣ୍ଡ ପ୍ରମୁଖ ଯୋଗ ଦେଇଥିଲେ।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’