ଭୋଜିଖାଇ ୭୦ ଜଣରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ବ୍ଲକ ମୋଳିଆ ଗାଁରେ ଝାଡ଼ାବାନ୍ତି ଆତଙ୍କ। ଭୋଜି ଖାଇବା ପରେ ଗାଁ ୭୦ରୁ ଅଧିକ ଲୋକେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କୁ ପାପଡ଼ାହାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରେ ଅଧିକାଂଶ ଛୋଟ ପିଲା ଥିବା ଜଣାପଡ଼ିଛି। ଚିକିତ୍ସା ପରେ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥାର ଉନ୍ନତି ଘଟୁଛି।  

nabarangapur

Rakesh Mallick
  • Published: Saturday, 01 July 2017
  • , Updated: 01 July 2017, 04:15 PM IST

Related story