ନୟାଗଡ଼: ଶିଶୁ ମୃତ୍ୟୁ ଘଟଣା ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ବେଳେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସୋମବାର ରାତିରେ ଜଣେ ୪ ଦିନର ଶିଶୁ କନ୍ୟାର ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା ଯୋଗୁ ତାଙ୍କ ଝିଅର ମୃତ୍ୟୁ ହେଲା ବୋଲି ଅଭିଯୋଗ କରିଛନ୍ତି ଲୋକନାଥ ପଟ୍ଟନାୟକ। କିନ୍ତୁ ଶିଶୁ ରୋଗ ବିଶେଷଜ୍ଞ ଆଶିଷ ଦୀକ୍ଷିତ ଚିକିତ୍ସାରେ ଅବହେଳା ଅଭିଯୋଗକୁ ଖଣ୍ଡନ କରିଛନ୍ତି। ସେ କହିଛନ୍ତି, ଶିଶୁଟିକୁ ଜଣ୍ଡିସ୍ ହୋଇଥିଲା। ମା’ କ୍ଷୀର ଶିଶୁର ନଳିରେ ପଶିବାରୁ ଛୁଆଟିର ମୃତ୍ୟୁ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।