ନୟାଗଡ: ଦୁଇ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ, ୩ ଆହତ

ନୟାଗଡ଼: ନୟାଗଡ଼ ଜିଲ୍ଲା ମାଛିପଡ଼ା ଓ ବେଲବଣୀ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟି ୩ ଜଣ ଆହତ ହୋଇଛନ୍ତି। ଗୋଷ୍ଠୀ ସଂଘର୍ଷର କାରଣ ଜଣାପଡି ନ ଥିଲେ ବି କୌଣସି କଥାକୁ ନେଇ ଉଭୟ ଗାଁର କିଛି ଲୋକଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ପରେ ଏହା ହିଂସାର ରୂପ ନେଇଥିଲା। ଉଭୟ ଗ୍ରାମର ଲୋକେ ପରସ୍ପରକୁ ଢେଲା ପଥର ମାଡ଼ କରିଥିଲେ। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା […]

nayagada1

nayagada1

Rakesh Mallick
  • Published: Thursday, 12 November 2015
  • Updated: 12 November 2015, 09:54 AM IST

Sports

Latest News

ନୟାଗଡ଼: ନୟାଗଡ଼ ଜିଲ୍ଲା ମାଛିପଡ଼ା ଓ ବେଲବଣୀ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟି ୩ ଜଣ ଆହତ ହୋଇଛନ୍ତି। ଗୋଷ୍ଠୀ ସଂଘର୍ଷର କାରଣ ଜଣାପଡି ନ ଥିଲେ ବି କୌଣସି କଥାକୁ ନେଇ ଉଭୟ ଗାଁର କିଛି ଲୋକଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ପରେ ଏହା ହିଂସାର ରୂପ ନେଇଥିଲା। ଉଭୟ ଗ୍ରାମର ଲୋକେ ପରସ୍ପରକୁ ଢେଲା ପଥର ମାଡ଼ କରିଥିଲେ। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ଏ ନେଇ ଦୁଇ ଗୋଷ୍ଠୀ ପକ୍ଷରୁ ନୟାଗଡ଼ ସଦର ଥାନାରେ ପୃଥକ ପୃଥକ ମାମାଲା ରୁଜୁ କରାଯାଇଛି। ପୋଲିସ ଏବେ ଘଟଣାର ତଦନ୍ତ ଚଳାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos