ନୟାଗଡ଼ା: ବର୍ତ୍ତନଗ୍ରାହୀ ଧୋବା ଓ ବାରିକମାନଙ୍କୁ ତୁରନ୍ତ ଗୋତି ଶ୍ରମିକ ମୁକ୍ତ ପ୍ରମାଣପତ୍ର ଓ ଅର୍ଥନୈତିକ ଥଇଥାନ ଦାବି କରି ଓଡ଼ିଶା ଗୋତିମୁକ୍ତି ଆନ୍ଦୋଳନର ଜିଲ୍ଲା ଶାଖା ପକ୍ଷରୁ ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବିକ୍ଷୋଭକାରୀମାନେ ଏନେଇ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ମଧ୍ୟ ପ୍ରଦାନ କରିଛନ୍ତି।
ବର୍ତ୍ତନଗ୍ରାହୀ ଧୋବା ଓ ବାରିକମାନଙ୍କୁ ତୁରନ୍ତ ଗୋତି ଶ୍ରମିକ ମୁକ୍ତ ପ୍ରମାଣପତ୍ର ଓ ଅର୍ଥନୈତିକ ଥଇଥାନ ଦାବି କରି ନୟାଗଡ଼ ଜିଲ୍ଲାର ପ୍ରାୟ ୫୦୦ଜଣ ବର୍ତ୍ତନଗ୍ରାହୀ ଧୋବା ଓ ବାରିକ ସେମାନଙ୍କୁ ତୁରନ୍ତ ଗୋତି ଶ୍ରମିକରୁ ମୁକ୍ତ ଘୋଷଣା କରି ପ୍ରମାଣପତ୍ର ଦେବା ତଥା ଅର୍ଥନୈତିକ ଥଇଥାନ ଦାବି ସଂପର୍କରେ ଜାତୀୟ ମାନବାଧୀକାର କମିଶନଙ୍କୁ ମଧ୍ୟ ଜଣାଇଛନ୍ତି। ଜାତୀୟ ମାନବାଧିକାର କମିଶନଙ୍କ ସ୍ପେଶାଲ ରାପୋର୍ଟିଅରଙ୍କ ଦାମୋଦର ଷଡ଼ଙ୍ଗୀ ୪ ଦିନିଆ ଗସ୍ତରେ ଆସି ନୟାଗଡ଼ର ବିଭିନ୍ନ ଗାଁ ପରିଦର୍ଶନ କରିବା ସହିତ ଅଭିଯୋଗକାରୀଙ୍କ ବାସ୍ତବ ଚିତ୍ର ପରଖିଛନ୍ତି। ସେ ତାଙ୍କ ରିପୋର୍ଟ ଜାତୀୟ ମାନବାଧିକାର କମିଶନଙ୍କୁ ଦେବେ ବୋଲି କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
୨୪ଘଣ୍ଟା ଖୋଲା ରହିବ ‘ନିରାମୟ’ ମେଡିସିନ୍ ଷ୍ଟୋର, ବନ୍ଦ କଲେ କାର୍ଯ୍ୟାନୁଷ୍ଠାନ
ରାଜ୍ୟ ସରକାର ରୋଗୀଙ୍କୁ ମାଗଣାରେ ସମସ୍ତ ‘ନିରାମୟ’ ମେଡିସିନ୍ ଷ୍ଟୋରରେ ଔଷଧ ଯୋଗାଉଛନ୍ତି। କିନ୍ତୁ ଏହି ନିରାମୟ କେନ୍ଦ୍ରଗୁଡ଼ିକ ରାତିରେ ବନ୍ଦ ରହୁଥିବା ଓ ଆବଶ୍ୟକ ଔଷଧ ନଥିବା ଯୋଗୁ ରୋଗୀଙ୍କୁ ନାନାଦି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି।
Events & Festivals
ମହତାବଙ୍କ ୧୨୫ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସରକାର ଗଢ଼ିଲେ କମିଟି: ଅମିତ୍ ଶାହ ଅଧ୍ୟକ୍ଷ, ୨୩ଜଣ ସଦସ୍ୟ
ଆଜି ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସ୍ୱର୍ଗତ ଡଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳନ ପାଇଁ ଭାରତ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।
Miscellaneous
ଦୁଇରୁ ଅଧିକ ସନ୍ତାନ ଥିବାରୁ ଗଲା ସମବାୟ ସଭାପତି ପଦ
ଦୁଇରୁ ଅଧିକ ପିଲା ଥିବାରୁ ବାପୁଜୀ ନଗର କ୍ୟାପିଟାଲ କୋଅପରେଟିଭ୍ ହାଉସିଂ ଲିମିଟେଡର ସଭାପତି ଓ ସଭ୍ୟ ପଦ ହରାଇଛନ୍ତି ବିଶ୍ୱରଂଜନ ମହାନ୍ତି। ତାଙ୍କର ଦୁଇରୁ ଅଧିକ ପିଲା ଥିବାନେଇ ଓଡ଼ିଶା ରିପୋର୍ଟରରେ ଗତ ବର୍ଷ ପ୍ରମାଣ ସହ ବାଜିଥିଲା ଖବର।
Politics
ବିଧାୟକଙ୍କୁ ପିଟି ଛଡ଼ାଇନେଲେ ସୁନା ଚେନ୍
ଆକ୍ରମଣକାରୀମାନେ ବବି ଭାଇ ଜିନ୍ଦାବାଦ୍ ନାରା ପକାଇଥିବା ଅଭିଯୋଗ କରିଛନ୍ତି ବିଧାୟକ।
Crime
ଜାରିଂ ଗଣଦୁଷ୍କର୍ମ ମାମଲା: ଲିଫ୍ଟ ବାହାନାରେ ଧୋକା ଦେଇଥିଲେ ପରିଚିତ ବ୍ୟକ୍ତି, ୬ ଜଣଙ୍କୁ ମିଳିଲା ଆଜୀବନ କାରାଦଣ୍ଡାଦେଶ
ଭିଡିଓ ଭାଇରାଲ କରିବା ଅଭିଯୋଗରେ ଯେଉଁ ୩ ଜଣ ଗିରଫ ହୋଇଥିଲେ, କୋର୍ଟ ସେମାନଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।