ନୟାଗଡ଼: ନୟାଗଡ଼ ଜିଲ୍ଲାପାଳଙ୍କ ଆଗରେ ଅନଶନରେ ବସିଥିବା ନୟାଗଡ଼ ଚିନିକଳ କର୍ମଚାରୀ ଓ ଆଖୁଚାଷୀଙ୍କୁ ଭେଟିଛନ୍ତି କଂଗ୍ରେସ ପୂର୍ବତନ ଏମପି ପ୍ରଦୀପ ମାଝି। ସେ କହିଛନ୍ତି ଯେ ନୟାଗଡ଼ର ଏକମାତ୍ର ଶିଳ୍ପ ଏବେ ବନ୍ଦ ରହିଛି। ରାଜ୍ୟ ସରକାର, ଜିଲ୍ଳା ପ୍ରସାଶନ ଓ ଚିନିକଳ ମାଲିକଙ୍କ ଷଡଯନ୍ତ୍ର କରି ଚିନି କଳ ବନ୍ଦ କରିଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦାୟୀ। ଆଖୁ ଚାଷୀଙ୍କ ପାଇଁ କଂଗ୍ରେସ ଦଳ ସଙ୍ଘର୍ଷ କରିବ ବୋଲି ସେ କହିଛନ୍ତି। ଚିନିକଳ ବନ୍ଦ ସମସ୍ୟା ନେଇ ସମବାୟ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ପରେ ଚିନିକଳ ଖୋଲିବାର ଆଶା ଦେଖା ଦେଇଥିବା ବେଳେ ବକେୟା ପ୍ରାପ୍ୟ ଦାବିରେ ଚିନିକଳ କର୍ମଚାରୀ ଓ ଆଖୁଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଆନ୍ଦୋଳକାରୀ କହିଛନ୍ତି, ବକେୟା ପ୍ରାପ୍ୟ ମିଳିଲେ ଆନ୍ଦୋଳନ ପ୍ରତ୍ୟାହର ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜାରିଂ ଗଣଦୁଷ୍କର୍ମ ମାମଲା: ଲିଫ୍ଟ ବାହାନାରେ ଧୋକା ଦେଇଥିଲେ ପରିଚିତ ବ୍ୟକ୍ତି, ୬ ଜଣଙ୍କୁ ମିଳିଲା ଆଜୀବନ କାରାଦଣ୍ଡାଦେଶ
ଭିଡିଓ ଭାଇରାଲ କରିବା ଅଭିଯୋଗରେ ଯେଉଁ ୩ ଜଣ ଗିରଫ ହୋଇଥିଲେ, କୋର୍ଟ ସେମାନଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।
Miscellaneous
‘ଦାନା’ କ୍ଷୟକ୍ଷତି ଆକଳନ ପାଇଁ ୨୪ରେ ଆସିବ କେନ୍ଦ୍ରୀୟ ଟିମ୍
କେନ୍ଦ୍ରୀୟ ଟିମ୍ ଫେରିଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରୀୟ ଟିମ୍ ରିପୋର୍ଟ ଆଧାରରେ କେନ୍ଦ୍ର ସରକାରଙ୍କ ସହାୟତା ରାଶି ଆସିବ।
Education
ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା, ସଂପୂର୍ଣ୍ଣ କାର୍ଯ୍ୟସୂଚୀ ଜାରି
ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଜାରି।
Guest Column
ଭଲ ସରକାର କିପରି?
ଜିନ୍ଦଲ୍-ପୋସ୍କୋ ଯୌଥ ଉଦ୍ୟୋଗ ପାଇଁ ବେଶୀ ଖୁସି ନହୋଇ, ଓଡ଼ିଶାରେ ବିଜଦ ସରକାର ବିଫଳ ହୋଇଥିବା କ୍ଷେତ୍ରରେ ଯେଭଳି ବିକାଶ ହେବ, ସେଥିପାଇଁ ମୋହନ ସରକାର ଦୃଷ୍ଟି ଦିଅନ୍ତୁ। ଚୁକ୍ତିପତ୍ର ସ୍ୱାକ୍ଷର କଲାବେଳେ ଏସମସ୍ତ ଦିଗ ପ୍ରତି ନ୍ୟାୟ ପ୍ରଦାନ କରନ୍ତୁ। ଫଳରେ ଶିଳ୍ପାୟନ ହେବ, ନିଯୁକ୍ତି ସୁଯୋଗ ବଢ଼ିବ। ତେବେ ଯାଇ ଆମେ କହିବୁ, ଯେ ନୂଆ ସରକାର ଭାରି ଭଲ!
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?