ଯାଜପୁର: ନେତାଜୀ ଯୁବକ ସଂଘର ବାର୍ଷିକ ଉତ୍ସବ

ଯାଜପୁର: ପାଣିକୋଇଲି ଥାନା ପଥରପଦା ସ୍ଥିତ ନେତାଜୀ ଯୁବକ ସଂଘର ବାର୍ଷିକ ଉତ୍ସବ ଗତକାଲି ଅନୁଷ୍ଠିତ ହୋଇଯାଇଛି। ଏଥିରେ ସ୍ଥାନୀୟ ବିଧାୟକ ଆକାଶ ଦାସ ନାୟକ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ବରିଷ୍ଠ ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ଦେଓଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଓଟିଭିର ବରିଷ୍ଠ ଉପସ୍ଥାପକ ଭବାନୀ ମହାପାତ୍ର ଅନ୍ୟତମ ଅତିଥି ଭାବେ ଯୋଗ ଦେଇଥିଲେ। ଉତ୍ସବରେ ସ୍ଥାନୀୟ ଅଞ୍ଚଳର କୁନି କୁନି କଳାକାରମାନଙ୍କ ମଧ୍ୟରେ ନୃତ୍ୟ ପ୍ରତିଯୋଗିତା ହୋଇଥିଲା।

jajpur

jajpur

Rakesh Mallick
  • Published: Friday, 27 January 2017
  • Updated: 27 January 2017, 08:29 AM IST

Sports

Latest News

ଯାଜପୁର: ପାଣିକୋଇଲି ଥାନା ପଥରପଦା ସ୍ଥିତ ନେତାଜୀ ଯୁବକ ସଂଘର ବାର୍ଷିକ ଉତ୍ସବ ଗତକାଲି ଅନୁଷ୍ଠିତ ହୋଇଯାଇଛି। ଏଥିରେ ସ୍ଥାନୀୟ ବିଧାୟକ ଆକାଶ ଦାସ ନାୟକ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ।

ବରିଷ୍ଠ ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ଦେଓଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଓଟିଭିର ବରିଷ୍ଠ ଉପସ୍ଥାପକ ଭବାନୀ ମହାପାତ୍ର ଅନ୍ୟତମ ଅତିଥି ଭାବେ ଯୋଗ ଦେଇଥିଲେ।

ଉତ୍ସବରେ ସ୍ଥାନୀୟ ଅଞ୍ଚଳର କୁନି କୁନି କଳାକାରମାନଙ୍କ ମଧ୍ୟରେ ନୃତ୍ୟ ପ୍ରତିଯୋଗିତା ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story