ନିଯୁକ୍ତି ନେଇ ଷ୍ଟ୍ରଗ୍ଲିଂ ୟୁଥ ପକ୍ଷରୁ ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମୁଖରେ ଧାରଣା

ବଲାଙ୍ଗିର: ରାଜ୍ୟ ସରକାରଙ୍କ ଅବହେଳା ଯୋଗୁଁ ବଲାଙ୍ଗିର ଜିଲ୍ଳାରେ ନିଯୁକ୍ତି ନ ପାଇ ଶିକ୍ଷିତ ବେକାରୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହି ଅଭିଯୋଗ କରିଛି ଷ୍ଟ୍ରଗ୍ଲିଙ୍ଗ୍ ୟୁଥ୍ ସଂଗଠନ। ସଂଗଠନ ପକ୍ଷରୁ ଡିସେମ୍ୱର ୨୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଳାପାଳଙ୍କୁ ୯ଟି ପ୍ରଶ୍ନ ସମ୍ୱଳିତ ଏକ ଦାବିପତ୍ର ଦିଆଯାଇଥିଲେ ମଧ୍ୟ ତାହାର କୌଣସି ଉତ୍ତର ନ ଆସିବାରୁ ସଂଗଠନର କର୍ମକର୍ତ୍ତାମାନେ ଜିଲ୍ଳାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଛି ବୋଲି ସଂଗଠନର ସଭାପତି ମୋହମ୍ମଦ ଆକବର ଖାନ୍ ସୂଚନା ଦେଇଛନ୍ତି।  ମୁଖ୍ୟମନ୍ତ୍ରୀଙ୍କ ଉତ୍ତର ନ ଆସିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ସଂଗଠନ ଚେତାବନୀ ଦେଇଛି। ଏହି ଆନ୍ଦୋଳନରେ ସ୍ଥାନୀୟ ବିଧାୟକ ନରସିଂହ ମିଶ୍ର ମଧ୍ୟ ଯୋଗ ଦେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷି ଥିଲେ।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’