ଅଟୋ-ଟ୍ରକ୍‌ ମୁହାଁମୁହିଁ, ୯ ଆହତ

ନୂଆପଡ଼ା: ଆଜି ନୂଆପଡ଼ା ଜିଲ୍ଲା କୋମନା ଘୋଟଶ୍ୱର ଗାଁ ନିକଟରେ ଏକ ଟ୍ରକ୍‌ ଓ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୯ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କୋମନା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ଆହତଙ୍କ ମଧ୍ୟରେ ୩ ଜଣ ଶିଶୁ ଅଛନ୍ତି। ନୂଆଖାଇ ପାଇଁ ରାୟପୁରରୁ ଏକ ଅଟୋରେ ୧୧ ଜଣ ବ୍ୟକ୍ତି ନିଜ ଗାଁ ଡୁଆଝରକୁ ଫେରୁଥିବା ବେଳେ ଏପରି ଦୁର୍ଘଟଣା ଘଟିଛି। ସ୍ଥାନୀୟ […]

nuapada accident

nuapada accident

Rakesh Mallick
  • Published: Monday, 05 September 2016
  • Updated: 05 September 2016, 10:03 AM IST

Sports

Latest News

nuapadaନୂଆପଡ଼ା: ଆଜି ନୂଆପଡ଼ା ଜିଲ୍ଲା କୋମନା ଘୋଟଶ୍ୱର ଗାଁ ନିକଟରେ ଏକ ଟ୍ରକ୍‌ ଓ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୯ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କୋମନା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ଆହତଙ୍କ ମଧ୍ୟରେ ୩ ଜଣ ଶିଶୁ ଅଛନ୍ତି।

ନୂଆଖାଇ ପାଇଁ ରାୟପୁରରୁ ଏକ ଅଟୋରେ ୧୧ ଜଣ ବ୍ୟକ୍ତି ନିଜ ଗାଁ ଡୁଆଝରକୁ ଫେରୁଥିବା ବେଳେ ଏପରି ଦୁର୍ଘଟଣା ଘଟିଛି। ସ୍ଥାନୀୟ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos