ପାରାଦୀପ: ପାରାଦୀପ ବନ୍ଦରରେ ଦେଖା ଦେଇଥିବା ଷ୍ଟିଭେଡରିଂ ବିବାଦ ତୁଟିବାର ନାଁ ଧରୁନି । ଏଥିପାଇଁ ବନ୍ଦର ନିଷିଦ୍ଧାଞ୍ଚଳରେ ସୃଷ୍ଟି ହୋଇଥିବା ଅଚଳାବସ୍ଥା ଜାରି ରହିଛି। ବିଶ୍ୱକର୍ମା ପୂଜା ପାଇଁ ଆଜି କାମ ବନ୍ଦ ରହିଛି। ତେବେ ଗତକାଲି ପରି ଆଜି ମଧ୍ୟ ବନ୍ଦରର ସମସ୍ତ ଷ୍ଟେକ ହୋଲ୍ଡର, ସି-ବେଜ୍ ସିପିଂକୁ ବିରୋଧ କରିଛନ୍ତି। ଫଳରେ ବନ୍ଦରର ସିକ୍ୟୁ-ୱାନ୍ ବର୍ଥରେ ଲାଗିଥିବା ଏମ୍.ଭି. ହାର୍ମ ଜାହାଜରୁ ପଣ୍ୟଦ୍ରବ୍ୟ ଖଲାସ ହୋଇପାରୁନାହିଁ। ବିବାଦ ନେଇ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କ। ଥିବାରୁ ସେଠାରେ କେନ୍ଦ୍ରୀୟ ଶିଳ୍ପ ନିରାପତ୍ତା ବାହିନୀ ଓ ସ୍ଥାନୀୟ ପୋଲିସ୍ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।