ପାରଳାଖେମୁଣ୍ଡି: ଲୁଗା ଦୋକାନରେ ଅଗ୍ନିକାଣ୍ଡ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହରରେ ଥିବା ଏକ ଲୁଗା ଦୋକାନରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଯାଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସର୍ଟସର୍କିଟ୍‌ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।

paralakhemundi

Rakesh Mallick
  • Published: Saturday, 25 February 2017
  • , Updated: 25 February 2017, 03:40 PM IST

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହରରେ ଥିବା ଏକ ଲୁଗା ଦୋକାନରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଯାଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ସର୍ଟସର୍କିଟ୍‌ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।

Related story