ପଥରଖମ୍ୱ ପଞ୍ଚାୟତରେ କମର୍ଦା ଗାଁ ମିଶ୍ରଣକୁ ବିରୋଧ

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା ପର୍ଜଙ୍ଗ ବ୍ଲକରେ ନୂଆକରି ଗଠିତ ହୋଇଥିବା ପଥରଖମ୍ୱ ପଞ୍ଚାୟତରେ କମର୍ଦା ଗ୍ରାମ ମିଶ୍ରଣକୁ ଗାଁ ଲୋକେ ବିରୋଧ କରି ଆଜି ସକାଳେ ମୁକ୍ତାପଶିଠାରେ ରାଜପଥ ଅବରୋଧ କରିଛନ୍ତି।

କମର୍ଦା ଗାଁ ଲୋକେ ହାତରେ ଧନୁତୀର, ଟାଙ୍ଗିଆ ଓ ଠେଙ୍ଗା ଧରି ରାସ୍ତା ରୋକ କରିବାରୁ ଯିବାଆସିବାରେ ବହୁ ଅସୁବିଧା ହୋଇଥିଲା। ଏଥିରେ ସ୍ଥାନୀୟ ବିଜେପି କର୍ମୀ ମଧ୍ୟ ସାମିଲ ହୋଇଥିଲେ। ଏଥିପାଇଁ ପୋଲିସ୍‌ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’