ଆହତଙ୍କୁ ଚିକିତ୍ସା ଖର୍ଚ୍ଚ ଦେବା ଦାବିରେ ରାସ୍ତାରୋକ

ପିପିଲି: ଦୁଇ ଦିନ ତଳେ ପିପିଲି ନିର୍ମଳା ଛକ ନିକଟରେ ଘଟିଥିବା ଏକ ଦୁର୍ଘଟଣାରେ ୪ ଜଣ ଛାତ୍ରୀଙ୍କ ସମେତ ଆଠ ଜଣ ଆହତ ହୋଇଥିଲେ। ସେମାନଙ୍କୁ ଚିକିତ୍ସା ଖର୍ଚ୍ଚ ଯୋଗାଇ ଦେବା ଦାବିରେ ଆଜି ନିର୍ମଳା ଛକରେ ସ୍ଥାନୀୟ ଲୋକେ ଜାତୀୟ ରାଜପଥ ଅବରୋଧ କରିଥିଲେ। ଫଳରେ ଭୁବନେଶ୍ୱର ଓ ପୁରୀ ମଧ୍ୟରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ତହସିଲଦାର ଆସି ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା।

pipili

pipili

Rakesh Mallick
  • Published: Friday, 18 November 2016
  • Updated: 18 November 2016, 11:44 AM IST

Sports

Latest News

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story