ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଇନ୍ଦିରା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଆଜି ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କର ତିରୋଧାନ ଦିବସ। ଭୁବନେଶ୍ୱର ସ୍ଥିତ ଇନ୍ଦିରା ଗାନ୍ଧି ପାର୍କରେ ଥିବା ପ୍ରତିମୂର୍ତ୍ତୀରେ ବହୁ ବରିଷ୍ଠ ବ୍ୟକ୍ତି ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି। କଂଗ୍ରେସ ଭବନରେ ମଧ୍ୟ ଇନ୍ଦିରାଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯିବା ସହ ସ୍ମୃତିଚାରଣ କରାଯାଇଛି। କଂଗ୍ରେସ ପକ୍ଷରୁ ଆୟୋଜିତ ସଭାରେ ବହୁ ବରିଷ୍ଠ ଓ ଯୁବନେତା ଯୋଗଦେଇଥିଲେ। ଛାତ୍ରଛାତ୍ରୀମାନେ ମଧ୍ୟ ଏଥିରେ ସାମିଲ ହୋଇ ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

natha-8

Rakesh Mallick
  • Published: Saturday, 31 October 2015
  • , Updated: 31 October 2015, 07:24 AM IST

Related story