ପୁରୀ: ବାଣ ବିସ୍ଫୋରଣରେ ଦୁଇ ଗୁରୁତର

ପୁରୀ: ପୁରୀ ଜିଲ୍ଲା ଗୋପୀନାଥପୁର ଗାଁରେ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟିଛି। ଫଳରେ ଗୋପବନ୍ଧୁ ଓ ରମେଶ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ପରିବାର ଲୋକେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡ଼ିକାଲରେ ସ୍ଥାନାନ୍ତରିତ କରାଯାଇଛି। ଗତକାଲି ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟିଥିଲା। ଖବର ପାଇ ଅଗ୍ନିଶମ ର୍କଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

puri bana

Rakesh Mallick
  • Published: Thursday, 16 March 2017
  • , Updated: 16 March 2017, 09:38 AM IST

ପୁରୀ: ପୁରୀ ଜିଲ୍ଲା ଗୋପୀନାଥପୁର ଗାଁରେ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟିଛି। ଫଳରେ ଗୋପବନ୍ଧୁ ଓ ରମେଶ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ପରିବାର ଲୋକେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡ଼ିକାଲରେ ସ୍ଥାନାନ୍ତରିତ କରାଯାଇଛି।

ଗତକାଲି ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟିଥିଲା। ଖବର ପାଇ ଅଗ୍ନିଶମ ର୍କଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

Related story