ଝୁଲନ୍ତା ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ

ପୁରୀ: ପୁରୀ ସମୁଦ୍ରକୂଳ ଥାନା ଅନ୍ତର୍ଗତ  ଗୈଡିଅ ମଠ ନିକଟ ଏକ ଘରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ସଇକର ରାୟ ।

ପ୍ରେମ ଜନିତ କାରଣରୁ ସେ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ତେବେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଶବକୁ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।