ବସ୍ ଦୁର୍ଘଟଣାଗ୍ରସ୍ତ, ୧୫ ଆହତ

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ତିରିଙ୍ଗିରେ ଏକ ଘରୋଇ ବସ୍ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ବସ୍‌ଟି ରାଇରଙ୍ଗପୁରରୁ ଟାଟା ଯାଉଥିଲା ବେଳେ ହଠାତ୍ ଭାରସାମ୍ୟ ହରାଇ ରାସ୍ତାକଡ଼ ଏକ ନାଳ ମଧ୍ୟରେ ପଶି ଯାଇଥିଲା ଓ ଏକ ଘରେ ଧକ୍କା ଦେଇଥିଲା।

busaccident

Rakesh Mallick
  • Published: Sunday, 23 April 2017
  • , Updated: 23 April 2017, 12:43 PM IST

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ତିରିଙ୍ଗିରେ ଏକ ଘରୋଇ ବସ୍ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ବସ୍‌ଟି ରାଇରଙ୍ଗପୁରରୁ ଟାଟା ଯାଉଥିଲା ବେଳେ ହଠାତ୍ ଭାରସାମ୍ୟ ହରାଇ ରାସ୍ତାକଡ଼ ଏକ ନାଳ ମଧ୍ୟରେ ପଶି ଯାଇଥିଲା ଓ ଏକ ଘରେ ଧକ୍କା ଦେଇଥିଲା।

Related story