ବାଲେଶ୍ୱର/ସାଲେପୁର: ଭାଇ ଭଉଣୀ ମଧ୍ୟରେ ଥିବା ଅତୁଟ ବନ୍ଧନକୁ ଚିରନ୍ତନ କରିବା ପାଇଁ ସାରା ରାଜ୍ୟରେ ପାଳିତ ହୋଇଛି ରକ୍ଷା ବନ୍ଧନ। ଭାଇ ହାତରେ ରାକ୍ଷୀ ବାନ୍ଧୁଛି ଭଉଣୀ। ଭାଇ ବି ଜୀବନ ଯାକ ସୁରକ୍ଷା ଦେବା ପାଇଁ ପଣ ନେଇଛି। ବାଲେଶ୍ୱର ସହରର ଭଉଣୀମାନେ ନୂଆ ପୋଷାକ ପିନ୍ଧିବା ସହ ମିଠା ଖୁଆଇ ଭାଇଙ୍କୁ ରାକ୍ଷୀ ବାନ୍ଧିଛନ୍ତି। ରକ୍ଷା ବନ୍ଧନ ପାଳନ ଦ୍ୱାରା ଭାଇ ଭଉଣୀର ସମ୍ପର୍କ ଅତ୍ୟନ୍ତ ମଧୁର ହୋଇଥାଏ ବୋଲି ବିଶ୍ୱାସ ରହିଛି। କଟକ ଜିଲ୍ଲା ସାଲେପୁରରେ ମଧ୍ୟ ରକ୍ଷା ବନ୍ଧନ ପାଳନ କରାଯାଇଛି। ଷ୍ଟ୍ରଙ୍ଗ ଇଣ୍ଡିଆ ସୋସିଆଲ ଅର୍ଗାନାଇଜେସନ ପକ୍ଷରୁ ନିଆରା ଢଙ୍ଗରେ ପାଳିତ ରକ୍ଷା ବନ୍ଧନ ହୋଇଥିଲା। ହିନ୍ଦୁ ଓ ମୁସଲମାନ ଭାଇ ଭଉଣୀମାନେ ଏକତ୍ର ହୋଇ ପରସ୍ପରକୁ ରାକ୍ଷୀ ବାନ୍ଧିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।