ରାମଦେବୀ ପ୍ରସଙ୍ଗ: ରାଜ୍ୟପାଳଙ୍କୁ ସ୍ମାରକପତ୍ର ଦେଲେ ଏବିଭିପି

ଭୁବନେଶ୍ୱର: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଦିବସ ଉତ୍ସବରେ ଛାତ୍ରୀଙ୍କୁ ଅଟକ ରଖାଯିବା ଘଟଣାରେ ରାଜ୍ୟପାଳଙ୍କୁ ଭେଟିଛି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)। ମଙ୍ଗଳବାର ଏବିଭିପି ନେତାମାନେ ରାଜଭବନ ଯାଇ ରାଜ୍ୟପାଳଙ୍କୁ ଭେଟି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଏକ ସ୍ମାରକପତ୍ର ଦେଇଛନ୍ତି। ଘଟଣାକୁ ସପ୍ତାହେ ବିତିଯାଇଥିଲେ ସୁଦ୍ଧା ସରକାର ଏ ଦିଗରେ ଦୃଷ୍ଟି ଦେଇ ନ ଥିବା ସେମାନେ ରାଜ୍ୟପାଳଙ୍କୁ ଅବଗତ କରିଛନ୍ତି।

abvp

abvp

Rakesh Mallick
  • Published: Tuesday, 08 December 2015
  • Updated: 08 December 2015, 01:51 PM IST

Sports

Latest News

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story