ରଣପୁର ଜିଲ୍ଲା ପରିଷଦ ଉପ ନିର୍ବାଚନ: ଆଜି ପ୍ରଚାରର ଶେଷ ଦିନ

ନୟାଗଡ଼:  ଆସନ୍ତା ୧୦ ତାରିଖରେ  ନୟାଗଡ଼ ଜିଲ୍ଲା ରଣପୁର ୨୧ ନମ୍ବର ଜିଲ୍ଲା ପରିଷଦ ଜୋନ୍ ପାଇଁ ହେବାକୁ ଥିବା ଉପ ନିର୍ବାଚନ ଲାଗି ଆଜି ହେଉଛି ପ୍ରଚାରର ଶେଷ ଦିନ। ଏଥିପାଇଁ  ସବୁ ଦଳର ପ୍ରାର୍ଥୀ ସେମାନଙ୍କ ପ୍ରଚାରକୁ ଜୋରଦାର କରିଛନ୍ତି। ଡୋର-ଟୁ-ଡୋର କ୍ୟାମ୍ପନିଂରେ ୩ ପ୍ରମୁଖ ଦଳର ପ୍ରାର୍ଥୀ ବ୍ୟସ୍ତ ଅଛନ୍ତି। ୧୧୯ଟି ବୁଥରେ ୨୫,୫୩୩ ଭୋଟର ସେମାନଙ୍କର ମତ ସାବ୍ୟସ୍ତ କରିବେ। ଜିଲ୍ଲା ପରିଷଦ ପ୍ରାର୍ଥୀ ରବିନାରାୟଣ ନନ୍ଦଙ୍କ ଦେହାନ୍ତ ପରେ ଏହି ଆସନଟି ଖାଲି ପଡ଼ିଥିଲା।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’