ରାସନ କାର୍ଡ ଅନିୟମିତା: ୧୨ରେ ପୁରୀ ଜିଲ୍ଲାପାଳଙ୍କ ଅଫିସ ଘେରିବ କଂଗ୍ରେସ

ପୁରୀ: ରାସନ କାର୍ଡ ବଣ୍ଟନରେ ବ୍ୟାପକ ଦୁର୍ନୀତି ଓ ମହାବିଭ୍ରାଟ ହୋଇଥିବା ଅଭିଯୋଗରେ ଆସନ୍ତା ୧୨ତାରିଖରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବ ପୁରୀ ଜିଲ୍ଲା କଂଗ୍ରେସ କମିଟି। ଶନିବାର ପୁରୀରେ ଅନୁଷ୍ଠିତ ଏକ ଦଳୀୟ ବୈଠକରେ କଂଗ୍ରେସର ବହୁ ନେତା ଓ କର୍ମୀ ଯୋଗ ଦେଇ ଏହି ନିଷ୍ପତ୍ତି ନେଇଛନ୍ତି। ଏହି ବୈଠକରେ କମିଟିର ସଭାପତି ଉମାବଲ୍ଲଭ ରଥ, ନଗର କଂଗ୍ରେସ କମିଟି ସଭାପତି ବିନାୟକ ଦାସ ମହାପାତ୍ର ଉପସ୍ଥିତ ଥିଲେ। ଜିଲ୍ଲାରେ ଏପର୍ଯ୍ୟନ୍ତ ମଣ୍ଡି ଖୋଲା ଯାଇ ନ ଥିବାରୁ ଚାଷୀମାନେ କ୍ଷତିରେ ପଡୁଛନ୍ତି ବୋଲି ମଧ୍ୟ କମିଟି ଅଭିଯୋଗ ଆଣିଛି। ଏହାସହ ରାସନ କାର୍ଡ ପାଇଥିବା ଅଯୋଗ୍ୟ ବ୍ୟକ୍ତିଙ୍କ ବିରୁଦ୍ଧରେ ଫୌଜଦାରୀ ମୋକଦ୍ଦମା କରାଯାଉ ବୋଲି ପୁରୀ ଜିଲ୍ଲା କଂଗ୍ରେସ କମିଟି ସଭାପତି ଉମାବଲ୍ଲଭ ରଥ ଦାବି କରିଛନ୍ତି।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’