ରାଉରକେଲା: କୋଏଲ ନଦୀରେ ବୁଡ଼ି ଜଣେ ଛାତ୍ର ମୃତ

ରାଉରକେଲା: ରାଉରକେଲାର କୋଏଲ ନଦୀରେ ବୁଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ତିନି ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ମୃତକଙ୍କ ନାଁ ବିନାୟକ ବିଶ୍ୱାଳ। ମୃତ ବିନାୟକ ଓ ଆହତମାନେ ଜଗଦାସ୍ଥିତ ସରସ୍ୱତୀ ଶିଶୁ ମନ୍ଦିରର ଛାତ୍ର। ଆଜି ସକାଳେ ସେମାନେ କୋଏଲ ନଦୀରେ ଗାଧୋଉଥିବା ବେଳେ ଏହି ଅଘଟଣ ଘଟିଛି।

raurkela

Rakesh Mallick
  • Published: Sunday, 12 June 2016
  • , Updated: 12 June 2016, 02:39 PM IST

ରାଉରକେଲା: ରାଉରକେଲାର କୋଏଲ ନଦୀରେ ବୁଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ତିନି ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ମୃତକଙ୍କ ନାଁ ବିନାୟକ ବିଶ୍ୱାଳ।

ମୃତ ବିନାୟକ ଓ ଆହତମାନେ ଜଗଦାସ୍ଥିତ ସରସ୍ୱତୀ ଶିଶୁ ମନ୍ଦିରର ଛାତ୍ର। ଆଜି ସକାଳେ ସେମାନେ କୋଏଲ ନଦୀରେ ଗାଧୋଉଥିବା ବେଳେ ଏହି ଅଘଟଣ ଘଟିଛି।

Related story