ରାୟଗଡ଼ା ଜିଲ୍ଲାକୁ ମରୁଡ଼ି ଘୋଷଣା ଦାବିରେ ଆସନ୍ତାକାଲି ବନ୍ଦ ଡ଼ାକରା ଦେଇଛି ଲାଲବାହିନୀ

ରାୟଗଡ଼ା: ରାୟଗଡ଼ା ଜିଲ୍ଲାକୁ ସମ୍ପୁର୍ଣ୍ଣ ମରୁଡ଼ି ଘୋଷଣା ଦାବି କରି ଆସନ୍ତାକାଲି ରାୟଗଡା ବନ୍ଦ ପାଇଁ ଆହ୍ୱାନ ଦେଇଛନ୍ତି ମାଓବାଦୀ। କଲ୍ୟାଣସିଂହପୁର ଶିବମନ୍ଦିର ନିକଟରେ ଦେଖିବାକୁ ମିଳିଥିବା ମାଓ ପୋଷ୍ଟର ଓ ବ୍ୟାନର ଜରିଆରେ ମାଓବାଦୀମାନେ ଏହି ଆହ୍ୱାନ ଦେଇଛନ୍ତି। ତା’ସହ ପୋଷ୍ଟରରେ ଜିଲ୍ଲାପାଳ, ଏସପିଙ୍କ କାର୍ଯ୍ୟକଳାପ ଓ ବିଜେପି ଏବଂ ଆରଏସଏସକୁ ଲାଲବାହିନୀ ବିରୋଧ କରିଛି।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’