ରାୟଗଡା: ରାୟଗଡା ଜିଲ୍ଲାର ବିଭିନ୍ନ ମରୁଡି ଗ୍ରସ୍ତ ଅଂଚଳ ପରିଦର୍ଶନ କରିଛନ୍ତି ରାଜ୍ୟ ବିଜେପି କୃଷକ ମୋର୍ଚ୍ଚା ସଭାପତି ମହେଶ୍ୱର ସାହୁ। ରବିବାର ସେ ଦିନିକିଆ ରାୟଗଡା ଗସ୍ତରେ ଆସି ଜିଲ୍ଲାର କାଶୀପୁର, ରାୟଗଡା, କଲ୍ୟାଣସିଂପୁର, ବିଷମକଟକ ପ୍ରଭୃତି ୭ଟି ବ୍ଲକର ବିଭିନ୍ନ ଗ୍ରାମ ବୁଲି ଚାଷର ଅବସ୍ଥା ଦେଖିବା ସହିତ କୃଷକମାନଙ୍କୁ ଭେଟିଥିଲେ। ସ୍ୱଳ୍ପ ବୃଷ୍ଟି ଯୋଗୁଁ ଜିଲ୍ଲାର ବିଭିନ୍ନ ସ୍ଥାନରେ ତଳି ଶୁଖି ଯିବା ସହ ରୁଆ ହୋଇଥିବା ଜମିରେ ପାଣି ଅଭାବରରୁ ଫାଟି ଆଁ କରିଥିବା ଦେଖିଥିଲେ। ଜିଲ୍ଲାରେ ଚାଷର ଏଭଳି ଅବସ୍ଥା ଦେଖିବା ପରେ ସରକାର ତୁରନ୍ତ ଜିଲ୍ଲାକୁ ମରୁଡିଗସ୍ଥ ଘୋଷଣା କରିବା ସହ ଚାଷୀ ମାନଙ୍କୁ ସମସ୍ତ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ଦାବି କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜାରିଂ ଗଣଦୁଷ୍କର୍ମ ମାମଲା: ଲିଫ୍ଟ ବାହାନାରେ ଧୋକା ଦେଇଥିଲେ ପରିଚିତ ବ୍ୟକ୍ତି, ୬ ଜଣଙ୍କୁ ମିଳିଲା ଆଜୀବନ କାରାଦଣ୍ଡାଦେଶ
ଭିଡିଓ ଭାଇରାଲ କରିବା ଅଭିଯୋଗରେ ଯେଉଁ ୩ ଜଣ ଗିରଫ ହୋଇଥିଲେ, କୋର୍ଟ ସେମାନଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।
Miscellaneous
‘ଦାନା’ କ୍ଷୟକ୍ଷତି ଆକଳନ ପାଇଁ ୨୪ରେ ଆସିବ କେନ୍ଦ୍ରୀୟ ଟିମ୍
କେନ୍ଦ୍ରୀୟ ଟିମ୍ ଫେରିଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରୀୟ ଟିମ୍ ରିପୋର୍ଟ ଆଧାରରେ କେନ୍ଦ୍ର ସରକାରଙ୍କ ସହାୟତା ରାଶି ଆସିବ।
Education
ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା, ସଂପୂର୍ଣ୍ଣ କାର୍ଯ୍ୟସୂଚୀ ଜାରି
ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଜାରି।
Guest Column
ଭଲ ସରକାର କିପରି?
ଜିନ୍ଦଲ୍-ପୋସ୍କୋ ଯୌଥ ଉଦ୍ୟୋଗ ପାଇଁ ବେଶୀ ଖୁସି ନହୋଇ, ଓଡ଼ିଶାରେ ବିଜଦ ସରକାର ବିଫଳ ହୋଇଥିବା କ୍ଷେତ୍ରରେ ଯେଭଳି ବିକାଶ ହେବ, ସେଥିପାଇଁ ମୋହନ ସରକାର ଦୃଷ୍ଟି ଦିଅନ୍ତୁ। ଚୁକ୍ତିପତ୍ର ସ୍ୱାକ୍ଷର କଲାବେଳେ ଏସମସ୍ତ ଦିଗ ପ୍ରତି ନ୍ୟାୟ ପ୍ରଦାନ କରନ୍ତୁ। ଫଳରେ ଶିଳ୍ପାୟନ ହେବ, ନିଯୁକ୍ତି ସୁଯୋଗ ବଢ଼ିବ। ତେବେ ଯାଇ ଆମେ କହିବୁ, ଯେ ନୂଆ ସରକାର ଭାରି ଭଲ!
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?