ରାୟଗଡ଼ା: ବସ୍ ଦୁର୍ଘଟଣାରେ ୨୫ ଆହତ

ରାୟଗଡ଼ା:  ରାୟଗଡ଼ା ଜିଲ୍ଲା ବନ୍ଧୁଗାଁ ନିକଟରେ ବସ୍ ଦୁର୍ଘଟଣା ହୋଇଛି। ସିରୁଗୁଡ଼ି ଘାଟି ନିକଟରେ ବସଟି ଭାରସାମ୍ୟ ହରାଇ ଘାଟି ତଳକୁ ଖସି ପଡ଼ିବା ଫଳରେ ୨୫ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ରାୟଗଡ଼ା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କାରଯାଇଛି। ବସଟି ରାୟଗଡ଼ାରୁ ନାରାୟଣପାଟଣା ଯାଉଥିଲା। ଘାଟି ନିକଟସ୍ଥ ବିଏସ୍ଏଫ୍ କ୍ୟାମ୍ପର ଯବାନମାନେ ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’