ରାୟଗଡ଼ା: ଝାଡାବାନ୍ତିରେ ୫ ଆକ୍ରାନ୍ତ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ ଡୁମୁରୀଗୁଡ଼ାରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ୫ ଦିନରେ ୫ରୁ ଅଧିକ ଅସୁସ୍ଥ ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ସୋମବାର ଏହି ଖବର ଜଣାପଡ଼ିବା ପରେ  ସ୍ୱାସ୍ଥ୍ୟ ବିଭାଗର ଏକ ଟିମ୍ ଉକ୍ତ ଗାଁକୁ ଯାଇ ଆକ୍ରାନ୍ତଙ୍କୁ ଚିକିତ୍ସା କରିଛି। ବିଭିନ୍ନ ସ୍ଥାନରେ ବ୍ଲିଚିଂ ପାଉଡର ପକାଇବା ସହିତ ଲୋକଙ୍କୁ ସେଚତନ କରାଇଛି। ଦୂଷିତ ପାଣି ଓ ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥା ଯୋଗୁଁ ଝାଡ଼ାବାନ୍ତି ବ୍ୟାପୁଛି ବୋଲି ଅଭିଯୋଗ […]

raygada

raygada

Rakesh Mallick
  • Published: Tuesday, 02 August 2016
  • Updated: 02 August 2016, 11:11 AM IST

ରାୟଗଡ଼ା: ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ ଡୁମୁରୀଗୁଡ଼ାରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ୫ ଦିନରେ ୫ରୁ ଅଧିକ ଅସୁସ୍ଥ ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ସୋମବାର ଏହି ଖବର ଜଣାପଡ଼ିବା ପରେ  ସ୍ୱାସ୍ଥ୍ୟ ବିଭାଗର ଏକ ଟିମ୍ ଉକ୍ତ ଗାଁକୁ ଯାଇ ଆକ୍ରାନ୍ତଙ୍କୁ ଚିକିତ୍ସା କରିଛି। ବିଭିନ୍ନ ସ୍ଥାନରେ ବ୍ଲିଚିଂ ପାଉଡର ପକାଇବା ସହିତ ଲୋକଙ୍କୁ ସେଚତନ କରାଇଛି। ଦୂଷିତ ପାଣି ଓ ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥା ଯୋଗୁଁ ଝାଡ଼ାବାନ୍ତି ବ୍ୟାପୁଛି ବୋଲି ଅଭିଯୋଗ ହେଉଛି। ତେବେ ପରିସ୍ଥିତି ଅନୁଧ୍ୟାନ କରିବା ପରେ ଝାଡ଼ାବାନ୍ତି ବ୍ୟାପିବାର କାରଣ ଜଣାପଡ଼ିବ ବୋଲି ରାୟଗଡ଼ା ଉପଜିଲ୍ଲାପାଳ ମୂରଲୀଧର ସ୍ୱାଇଁ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story