ରେଭେନ୍ସା କଲଜିଏଟ ସ୍କୁଲରେ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ଆୟୋଜିତ

କଟକ: ରେଭେନ୍ସା କଲଜିଏଟ ସ୍କୁଲ ପରିସରରେ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ ମଧ୍ୟାହ୍ନ ଭୋଜନ ମେଳା ଅନୁଷ୍ଠିତ ହୋଇଯାଇଛି।  ଏହି ଅବସରରେ କଟକର ୧୪ଟି ବ୍ଲକ ଓ ସିଏମସି ଅଧୀନରେ ଥିବା ସମସ୍ତ ସ୍କୁଲର ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ମହୋତ୍ସବରେ ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ ନିଜ କଳା ପ୍ରଦର୍ଶନ କରିଥିଲେ। ପରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ମଧ୍ୟାହ୍ନ ଭୋଜନକୁ ନେଇ ଏକ ନାଟକ ପରିବେଷଣ କରାଯାଇଥିଲା। ସର୍ବଶିକ୍ଷା ଅଭିଯାନ ତରଫରୁ ଆୟୋଜିତ ଏହି […]

ctc

ctc

Rakesh Mallick
  • Published: Thursday, 05 November 2015
  • Updated: 05 November 2015, 01:39 PM IST

କଟକ: ରେଭେନ୍ସା କଲଜିଏଟ ସ୍କୁଲ ପରିସରରେ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ ମଧ୍ୟାହ୍ନ ଭୋଜନ ମେଳା ଅନୁଷ୍ଠିତ ହୋଇଯାଇଛି।  ଏହି ଅବସରରେ କଟକର ୧୪ଟି ବ୍ଲକ ଓ ସିଏମସି ଅଧୀନରେ ଥିବା ସମସ୍ତ ସ୍କୁଲର ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ମହୋତ୍ସବରେ ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ ନିଜ କଳା ପ୍ରଦର୍ଶନ କରିଥିଲେ। ପରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ମଧ୍ୟାହ୍ନ ଭୋଜନକୁ ନେଇ ଏକ ନାଟକ ପରିବେଷଣ କରାଯାଇଥିଲା। ସର୍ବଶିକ୍ଷା ଅଭିଯାନ ତରଫରୁ ଆୟୋଜିତ ଏହି ମେଳାରେ କଟକ ଜିଲ୍ଲାପାଳ ନିର୍ମଳ ଚନ୍ଦ୍ର ମିଶ୍ର, ରିଜିଓନାଲ ଡାଇରେକ୍ଟର ନିମାଇଁ ଚରଣ ବେହେରା, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story