ରାଉରକେଲା: କପଡା ଦୋକାନରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

ରାଉରକେଲା: ରାଉରକେଲା ମୁଖ୍ୟ ରାସ୍ତାର ସିଂହ ବିଲଡିଂ ଗଳିରେ ଥିବା କପଡା ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ଦୋକାନରେ ନିଆଁ ଲାଗି ଲକ୍ଷ ଲକ୍ଷ ଟଙ୍କ।ର ସମ୍ପତ୍ତି ଜଳିଯାଇଥିବା ଅଭିଯୋଗ କରିଛନ୍ତି ବ୍ୟବସାୟୀ। ଖବର ପାଇ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଦୀର୍ଘ ସମୟ ଧରି ପରିଶ୍ରମ କରିବା ପରେ ନିଆଁକୁ ଆୟତ୍ତ କରିଥିଲେ ଅଗ୍ନିଶମ କର୍ମଚାରୀ। ତେବେ ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ।

Truckers-strike

Truckers-strike

Rakesh Mallick
  • Published: Wednesday, 30 September 2015
  • Updated: 30 September 2015, 01:50 PM IST

Sports

Latest News

ରାଉରକେଲା: ରାଉରକେଲା ମୁଖ୍ୟ ରାସ୍ତାର ସିଂହ ବିଲଡିଂ ଗଳିରେ ଥିବା କପଡା ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ଦୋକାନରେ ନିଆଁ ଲାଗି ଲକ୍ଷ ଲକ୍ଷ ଟଙ୍କ।ର ସମ୍ପତ୍ତି ଜଳିଯାଇଥିବା ଅଭିଯୋଗ କରିଛନ୍ତି ବ୍ୟବସାୟୀ। ଖବର ପାଇ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଦୀର୍ଘ ସମୟ ଧରି ପରିଶ୍ରମ କରିବା ପରେ ନିଆଁକୁ ଆୟତ୍ତ କରିଥିଲେ ଅଗ୍ନିଶମ କର୍ମଚାରୀ। ତେବେ ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos