ରାଉରକେଲା: ରାଉରକେଲା ଏନ୍ଆଇଟି ପରିସରରେ ଥିବା ଏକ ପୋଖରୀରୁ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ରଙ୍କ ନାମ ସିଦ୍ଧାର୍ଥ ଶଙ୍କର ବଡ଼ତିଆ। ସେ ଏନ୍ଆଇଟିରେ ଇଣ୍ଡଷ୍ଟ୍ରିଆଲ୍ ଡିଆଇଜିନିଂ ବିଭାଗର ଦ୍ୱିତୀୟ ବର୍ଷ ଛାତ୍ର ଥିଲେ। ତାଙ୍କ ଘର ଗଞ୍ଜ।ମ ଜିଲ୍ଲା ସୋରଡାରେ। ଛାତ୍ରଙ୍କ କିପରି ମୃତ୍ୟୁ ହୋଇଛି ସେ ନେଇ କଲେଜ କର୍ତ୍ତୃପକ୍ଷ ଏକ କମିଟି ଗଠନ କରି ଘଟଣାର ତଦନ୍ତ କରୁଛନ୍ତି। ସେପଟେ ପୋଲିସ ମଧ୍ୟ ଏ ଘଟଣାର ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Guest Column
ଭଲ ସରକାର କିପରି?
ଜିନ୍ଦଲ୍-ପୋସ୍କୋ ଯୌଥ ଉଦ୍ୟୋଗ ପାଇଁ ବେଶୀ ଖୁସି ନହୋଇ, ଓଡ଼ିଶାରେ ବିଜଦ ସରକାର ବିଫଳ ହୋଇଥିବା କ୍ଷେତ୍ରରେ ଯେଭଳି ବିକାଶ ହେବ, ସେଥିପାଇଁ ମୋହନ ସରକାର ଦୃଷ୍ଟି ଦିଅନ୍ତୁ। ଚୁକ୍ତିପତ୍ର ସ୍ୱାକ୍ଷର କଲାବେଳେ ଏସମସ୍ତ ଦିଗ ପ୍ରତି ନ୍ୟାୟ ପ୍ରଦାନ କରନ୍ତୁ। ଫଳରେ ଶିଳ୍ପାୟନ ହେବ, ନିଯୁକ୍ତି ସୁଯୋଗ ବଢ଼ିବ। ତେବେ ଯାଇ ଆମେ କହିବୁ, ଯେ ନୂଆ ସରକାର ଭାରି ଭଲ!
Miscellaneous
୬ ମାସ ହେଲା କଲବଲ କରୁଛନ୍ତି ପିମ୍ପୁଡ଼ି, ଅତିଷ୍ଠ ହେଲେଣି ଗ୍ରାମବାସୀ
ଗାଁରେ ଖେଳି ଯାଇଛି ପିମ୍ପୁଡି ଆତଙ୍କ । ୬ ମାସ ହେଲା କଲବଲ କରୁଛନ୍ତି । ବଞ୍ଚିବାକୁ ଦେଉ ନାହାନ୍ତି। ପିମ୍ପୁଡ଼ି ଦାଉରେ ଅତିଷ୍ଠ ହୋଇପଡ଼ିଲେଣି ଲୋକେ । ନା ଖାଇ ପାରୁଛନ୍ତି ନା ଶୋଇ ପାରୁଛନ୍ତି।
Crime
ନବଜାତକୁ ୨୦ ହଜାର ଟଙ୍କାରେ ପର ହାତକୁ ଟେକି ଦେଇଥିଲେ ବାପାମା’; ଆନ୍ଧ୍ରରୁ ଉଦ୍ଧାର
ପିଲାଟି ଜନ୍ମ ହେବାର ୯ ଦିନ ପରେ ନିଜର ନବଜାତ ଶିଶୁଟିକୁ ଅନ୍ୟ ହାତକୁ ଟେକି ଦେଇଥିଲେ ବାପାମା’।
Miscellaneous
ଖୋଲିଲା ଧାନ ମଣ୍ଡି, ମନ୍ତ୍ରୀ କହିଲେ- ଚାଷୀଙ୍କ ପାଇଁ ଆଜି ଉତ୍ସବର ଦିନ
ଚଳିତ ବର୍ଷ ମୋହନ ମାଝୀ ସରକାର ଅମଳରେ କଟନୀ ଛଟନୀ ସମସ୍ୟା ରୋକିବାକୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ କ୍ୱିଣ୍ଟାଲ ପ୍ରତି ଚାଷୀ ୩୧ ଶହ ଟଙ୍କା ପାଇବେ । ଏଥିସହ ଧାନର କଳାବଜାରୀ ରୋକିବାକୁ ସୀମା ସିଲ୍ କରାଯିବ ।
Crime
୨୫ ଲକ୍ଷର ଅଳଙ୍କାର ଧରି ଫେରୁଥିଲେ ବାପପୁଅ, ଭୁଜାଲି ଦେଖାଇଲେ ଲୁଟେରା
ଦୋକାନୀ ବାପପୁଅ ୨୫ ଲକ୍ଷ ଟଙ୍କାର ଅଳଙ୍କାର ଧରି ଘରକୁ ଫେରୁଥିବା ବେଳେ ବନ୍ଧୁକ, ଭୁଜାଲି ଦେଖାଇ ଲୁଟିନେଲେ ୬ ଲୁଟେରା।