ସରକାରୀ ସାଲେପୁର: ରାଜ୍ୟ ଯୋଜନାକୁ କଟକ ଜିଲ୍ଲା ସାଲେପୁର ପ୍ରଶାସନର ଅଣଦେଖା କରିବା ପ୍ରତିବାଦ ବ୍ଲକ୍ ବିଜେଡି ତରଫରୁ ଏକ ବିକ୍ଷୋଭ ଓ ପ୍ରତିବାଦ ସଭା କରାଯାଇଥିଲା। ବ୍ଲକ୍ ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଦିଲ୍ଲୀପ ଦାସଙ୍କ ଅଧ୍ୟକ୍ଷତାରେ ଶତାଧିକ ବିଜେଡି କର୍ମୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସି ଥିଲେ। ମୋ କୁଡିଆ ଠାରୁ ଆରମ୍ଭ କରି ବ୍ଲକର ସମସ୍ତ ଉନ୍ନୟନମୂଳକ କାର୍ଯ୍ୟରେ ପ୍ରଶାସନ ଜାଣିଶୁଣି ଅସହଯୋଗ କରୁଥିବା ସେମାନେ ଅଭିଯୋଗ କରିଛନ୍ତି। ଯଦି୧୫ଦିନ ଭିତରେ ପ୍ରଶାସନ ଏନେଇ କୌଣସି କାର୍ଯ୍ୟାନୁଷ୍ଠାନ ନନିଏ, ତା’ହେଲେ ଆଗାମୀ ଦିନରେ ଦଳ ରାଜରାସ୍ତାକୁ ଓହ୍ଲାଇବ ବୋଲି ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଦିଲ୍ଲୀପ ଦାସ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
୬ ମାସ ହେଲା କଲବଲ କରୁଛନ୍ତି ପିମ୍ପୁଡ଼ି, ଅତିଷ୍ଠ ହେଲେଣି ଗ୍ରାମବାସୀ
ଗାଁରେ ଖେଳି ଯାଇଛି ପିମ୍ପୁଡି ଆତଙ୍କ । ୬ ମାସ ହେଲା କଲବଲ କରୁଛନ୍ତି । ବଞ୍ଚିବାକୁ ଦେଉ ନାହାନ୍ତି। ପିମ୍ପୁଡ଼ି ଦାଉରେ ଅତିଷ୍ଠ ହୋଇପଡ଼ିଲେଣି ଲୋକେ । ନା ଖାଇ ପାରୁଛନ୍ତି ନା ଶୋଇ ପାରୁଛନ୍ତି।
Crime
ନବଜାତକୁ ୨୦ ହଜାର ଟଙ୍କାରେ ପର ହାତକୁ ଟେକି ଦେଇଥିଲେ ବାପାମା’; ଆନ୍ଧ୍ରରୁ ଉଦ୍ଧାର
ପିଲାଟି ଜନ୍ମ ହେବାର ୯ ଦିନ ପରେ ନିଜର ନବଜାତ ଶିଶୁଟିକୁ ଅନ୍ୟ ହାତକୁ ଟେକି ଦେଇଥିଲେ ବାପାମା’।
Miscellaneous
ଖୋଲିଲା ଧାନ ମଣ୍ଡି, ମନ୍ତ୍ରୀ କହିଲେ- ଚାଷୀଙ୍କ ପାଇଁ ଆଜି ଉତ୍ସବର ଦିନ
ଚଳିତ ବର୍ଷ ମୋହନ ମାଝୀ ସରକାର ଅମଳରେ କଟନୀ ଛଟନୀ ସମସ୍ୟା ରୋକିବାକୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ କ୍ୱିଣ୍ଟାଲ ପ୍ରତି ଚାଷୀ ୩୧ ଶହ ଟଙ୍କା ପାଇବେ । ଏଥିସହ ଧାନର କଳାବଜାରୀ ରୋକିବାକୁ ସୀମା ସିଲ୍ କରାଯିବ ।
Crime
୨୫ ଲକ୍ଷର ଅଳଙ୍କାର ଧରି ଫେରୁଥିଲେ ବାପପୁଅ, ଭୁଜାଲି ଦେଖାଇଲେ ଲୁଟେରା
ଦୋକାନୀ ବାପପୁଅ ୨୫ ଲକ୍ଷ ଟଙ୍କାର ଅଳଙ୍କାର ଧରି ଘରକୁ ଫେରୁଥିବା ବେଳେ ବନ୍ଧୁକ, ଭୁଜାଲି ଦେଖାଇ ଲୁଟିନେଲେ ୬ ଲୁଟେରା।
Crime
କଟକରେ ଲଜ୍ଜା; ୮ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ
ଏହି ଘଟଣା ପରେ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ବାରଙ୍ଗ ପୁଲିସ ତ୍ରିଶୁଳିଆ ଅଞ୍ଚଳରୁ ତାଙ୍କୁ ଗିରଫ କରିଛି।